ଏବ୍ରୀ 11:1 - ପବିତ୍ର ବାଇବଲ1 ବିଶ୍ୱାସର ଅର୍ଥ ହେଉଛି ଆମ୍ଭେ ଭରସା କରୁଥିବା ବିଷୟ ପ୍ରତି ସୁନିଶ୍ଚିତତା। ବିଶ୍ୱାସ ଏଭଳି ସୁନିଶ୍ଚିତ ବୋଧ ଯେ, ଆମ୍ଭେ ଯାହା ନ ଦେଖୁ, ତାହା ବାସ୍ତବ ବୋଲି ଜାଣୁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ବିଶ୍ଵାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ। Viz kapitolaଓଡିଆ ବାଇବେଲ1 ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ । Viz kapitolaପବିତ୍ର ବାଇବଲ (CL) NT (BSI)1 ପ୍ରତ୍ୟାଶିତ ବିଷୟ ପାଇବାର ନିଶ୍ଚିତ ବୋଧ ଓ ଅଦୃଶ୍ୟ ବିଷୟ ବାସ୍ତବତା ହୃଦୟଙ୍ଗମ କରିବା ହିଁ ବିଶ୍ୱାସ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ। Viz kapitola |