Online Bible

- Reklamy -




ଏବ୍ରୀ 11:14 - ପବିତ୍ର ବାଇବଲ

14 ଯେଉଁ ଲୋକମାନେ ସେହିଭଳି କଥା ମାନି ନିଅନ୍ତି, ସେମାନେ ସେମାନଙ୍କର ନିଜର ଗୋଟିଏ ଦେଶ ପାଇଁ ଅପେକ୍ଷାରତ ଅଛନ୍ତି ବୋଲି ପ୍ରଦର୍ଶିତ କରନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ଵେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି।

Viz kapitola kopírovat

ଓଡିଆ ବାଇବେଲ

14 କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ଯେଉଁମାନେ ଏଭଳି କଥା କହନ୍ତି, ସେମାନେ ଆଉ ଏକ ମାତୃଭୂମିର ଅନ୍ୱେଷଣ କରୁଛନ୍ତି ବୋଲି ଜଣାଯାଏ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି।

Viz kapitola kopírovat




ଏବ୍ରୀ 11:14

Následuj nás:

Reklamy


Reklamy