ଏବ୍ରୀ 11:27 - ପବିତ୍ର ବାଇବଲ27 ନିଜ ବିଶ୍ୱାସ କାରଣରୁ ମୋଶା ମିଶର ଦେଶ ଛାଡ଼ିଲେ। ସେ ରାଜାଙ୍କର କ୍ରୋଧ ପ୍ରତି ଭୟଭୀତ ନ ଥିଲେ। ସେ ଅନ୍ୟମାନଙ୍କୁ ଅଦୃଶ୍ୟ ପରମେଶ୍ୱରଙ୍କୁ ଦେଖି ପାରିଲା ଭଳି ନିଜ ବିଶ୍ୱାସରେ ଦୃଢ଼ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ବିଶ୍ଵାସ ଦ୍ଵାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ। Viz kapitolaଓଡିଆ ବାଇବେଲ27 ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲାପରି ସୁସ୍ଥିର ରହିଲେ । Viz kapitolaପବିତ୍ର ବାଇବଲ (CL) NT (BSI)27 ମୋଶା ତାଙ୍କ ବିଶ୍ୱାସ ବଳରେ ରାଜାଙ୍କର କ୍ରୋଧକୁ ଭୟ ନ କରି ମିସର ଦେଶ ପରିତ୍ୟାଗ କରିଥିଲେ। ସେତେ ଯେପରି ସେ ଯିବାକୁ ବଦ୍ଧପରିକର ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ। Viz kapitola |