ଏବ୍ରୀ 11:3 - ପବିତ୍ର ବାଇବଲ3 ବିଶ୍ୱାସ ଦ୍ୱାରା ଆମ୍ଭେ ବୁଝିଛୁ ଯେ ସମଗ୍ର ସୃଷ୍ଟିର ରଚନା ପରମେଶ୍ୱର ନିଜ ଆଜ୍ଞା ବଳରେ କରିଥିଲେ। ଏହାର ଅର୍ଥ ଯେ, ଆମ୍ଭକୁ ଦିଶୁଥିବା ବିଷୟ ଗୁଡ଼ିକର ସୃଷ୍ଟି ଅଦୃଶ୍ୟ ବିଷୟ ଦ୍ୱାରା ହୋଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ବିଶ୍ଵାସ ଦ୍ଵାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ଵ ଈଶ୍ଵରଙ୍କ ବାକ୍ୟ ଦ୍ଵାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ। Viz kapitolaଓଡିଆ ବାଇବେଲ3 ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ୱରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)3 ଈଶ୍ୱରଙ୍କ ଆଦେଶରେ ବିଶ୍ୱଚଗତରେ ସୃଷ୍ଟି ହେଲା ଓ ଅଦୃଶ୍ୟ ବିଷୟରୁ ଦୃଶ୍ୟ ବିଷୟର ଉତ୍ପତ୍ତି ହେଲା, ଏ କଥା କେବଳ ବିଶ୍ୱାସ ଦ୍ୱାରା ଆମେ ଜାଣୁଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ବରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ। Viz kapitola |