ଏବ୍ରୀ 11:31 - ପବିତ୍ର ବାଇବଲ31 ନିଜର ବିଶ୍ୱାସ ଦ୍ୱାରା, ରାହବ ନାମ୍ନୀ ବେଶ୍ୟା, ଇସ୍ରାଏଲର ଗୁପ୍ତଚରମାନଙ୍କୁ ମିତ୍ର ଭଳି ସ୍ୱାଗତ କଲା, ଓ ସେମାନଙ୍କୁ ସାହାଯ୍ୟ କଲା, ଓ ଅନ୍ୟ ଯେଉଁ ଲୋକମାନେ ମାନିବାକୁ ମନା କରିଥିଲେ, ସେମାନଙ୍କ ସହିତ ମୃତ ହେଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ବିଶ୍ଵାସ ଦ୍ଵାରା ରାହାବ ବେଶ୍ୟା ଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ। Viz kapitolaଓଡିଆ ବାଇବେଲ31 ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଚୋରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)31 ବେଶ୍ୟା ରାହାବ ତା’ର ବିଶ୍ୱାସ ହେତୁ ଇଶ୍ରାଏଲୀୟ ଗୁପ୍ତଚରମାନଙ୍କୁ ଆଶ୍ରୟ ଦେଲା ଓ ଈଶ୍ୱରଙ୍କ ବିରୁଦ୍ଦାଚାରୀ ଲୋକମାନଙ୍କ ସହିତ ନିହତ ନ ହୋଇ ରକ୍ଷା ପାଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ। Viz kapitola |