Online Bible

- Reklamy -




ଏବ୍ରୀ 11:34 - ପବିତ୍ର ବାଇବଲ

34 ସେହି ବିଶ୍ୱାସ ବଳରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖ‌‌ଡ଼୍‌ଗ ଦ୍ୱାରା ମରିବାରୁ ରକ୍ଷା ପାଇଲେ। ବିଶ୍ୱାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସେମାନେ ଯୁଦ୍ଧରେ ଶକ୍ତିଶାଳୀ ହୋଇ ଶତ୍ରୁ ସେନାଙ୍କୁ ପରାସ୍ତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ଅଗ୍ନିର ତେଜ ନିବାରଣ କଲେ, ଖଡ଼୍‍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ,, ପୁଣି ବିଜାତୀୟମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ।

Viz kapitola kopírovat

ଓଡିଆ ବାଇବେଲ

34 ଅଗ୍ନିର ତେଜ ନିବାରଣ କଲେ, ଖଡ଼୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୂଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

34 ଅଗ୍ନି ନିର୍ବାପଣ କଲେ ଓ ଖଡ଼୍ଧ ଧାରରୁ ରକ୍ଷା ପାଇଲେ। ଏମାନେ ଶକ୍ତିହୀନ ଥିଲେ, କିନ୍ତୁ ବିକ୍ରମଶାଳୀ ହେଲେ; ଯୁଦ୍ଧରେ ପରାକ୍ରମୀ ହୋଇ ବିଦେଶୀ ଶତ୍ରୁ ସୈନ୍ୟମାନଙ୍କୁ ପରାସ୍ତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଅଗ୍ନିର ତେଜ ନିବାରଣ କଲେ, ଖଡ୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୁଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ।

Viz kapitola kopírovat




ଏବ୍ରୀ 11:34

Následuj nás:

Reklamy


Reklamy