Online Bible

- Reklamy -




ଏବ୍ରୀ 11:37 - ପବିତ୍ର ବାଇବଲ

37 ସେମାନଙ୍କୁ ପଥର ମାରି ଦିଆ ହେଲା, ଓ କରତରେ ଦୁଇଫାଳ କରି ଚିରି ଦିଆ ହେଲା। କେତେକଙ୍କୁ ଖ‌‌ଡ଼୍‌ଗଦ୍ୱାରା ମାରି ଦିଆ ହେଲା। ସେମାନଙ୍କ ଭିତରୁ କେତେ ଜଣ ମେଷ ଓ ଛେଳିର ଚମଡ଼ା ପିନ୍ଧିଲେ। ସେମାନେ ଗରିବ ଥିଲେ, ନିର୍ଯ୍ୟାତିତ ହେଲେ, ଓ ଅନ୍ୟମାନଙ୍କ ଦ୍ୱାରା ମନ୍ଦ ବ୍ୟବହାର ପାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ଵାରା ଦ୍ଵିଖଣ୍ତିତ, ପୁଣି କେହି ଅବା ଖଡ଼୍‍ଗ ଦ୍ଵାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ନିଗ୍ରହପ୍ରାପ୍ତ ହୋଇ

Viz kapitola kopírovat

ଓଡିଆ ବାଇବେଲ

37 କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ଼୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37-38 ସେମାନେ ପ୍ରସ୍ତରାଘାତ ସହିଲେ, କରତରେ ଦ୍ୱିଖଣ୍ଡିତ ହେଲେ ଏବଂ ଖଡ଼୍ଗରେ ନିହତ ହେଲେ। କେହି କେହି କେଷ ଓ ଛାଗ ଚର୍ମ ପିନ୍ଧି ଦରିଦ୍ର, ଉତ୍ପୀଡ଼ିକ୍ତ ସ୍ଥାନ ନ ଥିଲା। ସେମାନେ ଶରଣାର୍ଥୀମାନଙ୍କ ପରି ମରୁଭୂମି ଓ ପର୍ବତରେ ଭ୍ରମଣ କଲେ, ଗୁମ୍ଫା ଓ ଗହ୍ନରମାନଙ୍କରେ ବାସ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ

Viz kapitola kopírovat




ଏବ୍ରୀ 11:37

Následuj nás:

Reklamy


Reklamy