ଏବ୍ରୀ 11:38 - ପବିତ୍ର ବାଇବଲ38 ଏହି ମହାନ୍ ଲୋକମାନଙ୍କ ଲାଗି ପୃଥିବୀ ଉପଯୁକ୍ତ ନ ଥିଲା। ସେମାନେ ମରୁଭୂମିରେ ଓ ପାହାଡ଼ରେ ବୁଲିଲେ ଓ ଗୁମ୍ପା ଏବଂ ଭୂମିରେ ଥିବା ଗାତମାନଙ୍କରେ ନିଜକୁ ଲୁଗ୍ଭଇ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ଵର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା। Viz kapitolaଓଡିଆ ବାଇବେଲ38 ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା। Viz kapitola |