ଏବ୍ରୀ 11:39 - ପବିତ୍ର ବାଇବଲ39 ଏହି ସମସ୍ତ ଲୋକମାନେ ନିଜର ବିଶ୍ୱାସ ପାଇଁ ଜଣା ଶୁଣା। କିନ୍ତୁ ଏମାନଙ୍କ ଭିତରୁ କେହିହେଲେ ପରମେଶ୍ୱରଙ୍କ ମହାନ୍ ପ୍ରତିଜ୍ଞା ପାଇପାରି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ବିଶ୍ଵାସ ଦ୍ଵାରା ଏହିସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳ ପ୍ରାପ୍ତ ହେଲେ ନାହିଁ, Viz kapitolaଓଡିଆ ବାଇବେଲ39 ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)39 ଏ ସମସ୍ତେ ନିଜ ନିଜର ବିଶ୍ୱାସ ବଳରେ କେତେ କୀର୍ତ୍ତି ରଖି ଯାଇଛନ୍ତି। ତଥାପି ସେମାନେ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଷୟ ଲାଭ କରି ନ ଥିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ, Viz kapitola |