ଏବ୍ରୀ 11:40 - ପବିତ୍ର ବାଇବଲ40 ପରମେଶ୍ୱର ଆମ୍ଭକୁ କିଛି ଅପେକ୍ଷାକୃତ ଭଲ ଦେବା ପାଇଁ ଯୋଜନା କରିଥିଲେ। ପରମେଶ୍ୱରଙ୍କ ଯୋଜନା ଥିଲା ଯେ, ସେମାନେ କେବଳ ଆମ୍ଭ ସହିତ ପରିପୂର୍ଣ୍ଣ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ଯେଣୁ ଈଶ୍ଵର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧି ଲାଭ ନ କରନ୍ତି। Viz kapitolaଓଡିଆ ବାଇବେଲ40 ଯେଣୁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧି ଲାଭ ନ କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)40 କାରଣ ଈଶ୍ୱର ଆମ୍ଭମାନଙ୍କ ପାଇଁ ଏକ ମହତ୍ତର ପରିକଳ୍ପନା କରିଥିଲେ। ସେମାନେ ଆମ୍ଭମାନଙ୍କ ସହିତ ଯେପରି ସିଦ୍ଧ ହେବେ, ଏହା ହିଁ ଈଶ୍ୱରଙ୍କ ଅଭିପ୍ରାୟ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି। Viz kapitola |