ଏବ୍ରୀ 11:6 - ପବିତ୍ର ବାଇବଲ6 ବିଶ୍ୱାସ ବିନା ଜଣେ ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ୱରଙ୍କ ପାଖକୁ ଆସୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱର ଅଛନ୍ତି ବୋଲି ବିଶ୍ୱାସ କରିବା ଉଚିତ୍। ଯିଏ ପରମେଶ୍ୱରଙ୍କ ପାଖକୁ ଆସିବ ସେ ବିଶ୍ୱାସ କରିବା ଦରକାର ଯେ ଯିଏ ପ୍ରକୃତରେ ତାହାଙ୍କୁ ଖୋଜେ, ପରମେଶ୍ୱର ତାହାକୁ ପୁରସ୍କାର ପ୍ରଦାନ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ବିଶ୍ଵାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ଵର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ଵେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ଵାସ କରିବା ଆବଶ୍ୟକ। Viz kapitolaଓଡିଆ ବାଇବେଲ6 ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ୱର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ । Viz kapitolaପବିତ୍ର ବାଇବଲ (CL) NT (BSI)6 ବିଶ୍ୱାସ ବିନା କେହି ଈଶ୍ୱରଙ୍କ ସନ୍ତୁଷ୍ଟ କରିପାରେ ନାହିଁ, କାରଣ ଯେ ଈଶ୍ୱରଙ୍କ ନିକଟକୁ ଆସେ, ସେ ଈଶ୍ୱର ଯେ ତାଙ୍କର ଅନ୍ୱେଷଣକାରୀମାନଙ୍କର ଆଶା ପୂରଣ କରନ୍ତି, ତାହା ମଧ୍ୟ ବିଶ୍ୱାସ କରିବା ଆବଶ୍ୟକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ। Viz kapitola |