ଏବ୍ରୀ 11:8 - ପବିତ୍ର ବାଇବଲ8 ପରମେଶ୍ୱର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ଯିବା ପାଇଁ ଡାକିଲେ। ପରମେଶ୍ୱର ତାହାଙ୍କୁ ସେହି ଦେଶ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ୱାସ ଦ୍ୱାରା ମାନିଲେ, ଓ ସେହି ସ୍ଥାନ ପାଇଁ ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ବିଶ୍ଵାସ ଦ୍ଵାରା ଅବ୍ରହାମ ଆହ୍ଵାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାର ସ୍ଵରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରି-ଗଲେ। Viz kapitolaଓଡିଆ ବାଇବେଲ8 ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)8 ଈଶ୍ୱର ଅବ୍ରାହାମଙ୍କୁ ଯେଉଁ ଦେଶ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ, ସେହି ଦେଶକୁ ଯିବା ପାଇଁ ସେ ଯେତେବେଳେ ତାଙ୍କୁ ଆହ୍ୱାନ କଲେ, ସେତେବେଳେ ଅବ୍ରାହାମ ବିଶ୍ୱାସରେ ଈଶ୍ୱରଙ୍କ ଆଜ୍ଞା ପାଳନ କରିଥିଲେ। ସେ କେଉଁଠାକୁ ଯାତ୍ରା କରୁଛନ୍ତି, ତାହା ନ ଜାଣି ସୁଦ୍ଧା ସ୍ୱଦେଶ ପରିତ୍ୟାଗ କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ। Viz kapitola |