ଏବ୍ରୀ 12:15 - ପବିତ୍ର ବାଇବଲ15 ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ପରମେଶ୍ୱରଙ୍କ ଅନୁଗ୍ରହ ପାଇବାରେ ବଞ୍ଚିତ ହେବ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସେଭଳି ଲୋକ ସମୁଦାୟ ଦଳକୁ ନଷ୍ଟ କରିଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 କାଳେ କେହି ଈଶ୍ଵରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ଦ୍ଵାରା ଅନେକେ କଳୁଷିତ ହୁଅନ୍ତି; Viz kapitolaଓଡିଆ ବାଇବେଲ15 କାଳେ କେହି ଈଶ୍ୱରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)15 ସାବଧାନ, ଯେପରି ଈା୍ବରଙ୍କ ଅନୁଗ୍ରହରୁ ବଞ୍ଚିତ ନ ହୁଅ। ତିକ୍ତ ବୃକ୍ଷ ପରି ହୁଅ ନାହିଁ। ତିକ୍ତ ବୃକ୍ଷ ବଢ଼ିଗଲେ, ତା’ର ବିଷ ଦ୍ୱାରା ବହୁ ଅନିଷ୍ଠ ସାଧିତ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି; Viz kapitola |