ଏବ୍ରୀ 12:20 - ପବିତ୍ର ବାଇବଲ20 ସେମାନେ ଆଦେଶକୁ ସହି ପାରିଲେ ନାହିଁ: “ଯଦି କିଏ, କୌଣସି ପଶୁ ମଧ୍ୟ ପର୍ବତକୁ ଛୁଏଁ ତା'ହେଲେ ତାହାକୁ ପଥର ଆଘାତ ଦ୍ୱାରା ମାରି ଦେବାକୁହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରି ପାରିଲେ ନାହିଁ; Viz kapitolaଓଡିଆ ବାଇବେଲ20 ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରି ପାରିଲେ ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)20 କାରଣ “ପଶୁଟିଏ ସୁଦ୍ଧା ସେହି ପର୍ବତକୁ ସ୍ପର୍ଶ କଲେ, ତାହାକୁ ପ୍ରସ୍ତଗଘାତ କରି ହତ୍ୟା କରାହେବ”, ଏହି କଠୋର ଆଦେଶ ସେମାନଙ୍କ ପକ୍ଷରେ ଅଦହ୍ୟ ହୋଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 “ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ”, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରିପାରିଲେ ନାହିଁ; Viz kapitola |