ଏବ୍ରୀ 12:28 - ପବିତ୍ର ବାଇବଲ28 ଅତଏବ, ଆମ୍ଭେ ଧନ୍ୟବାଦ ଦେବା କଥା ଯେ, ଯେଉଁ ସାମ୍ରାଜ୍ୟ ଆମ୍ଭକୁ ଦିଆଯାଇଛି, ତାହା ଟଳମଳ ହୋଇ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ୟବାଦ ଅର୍ପଣ କରିବା ଉଚିତ୍, ଓ ଏପରି ପଦ୍ଧତିରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ୱରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ଵରଙ୍କ ସନ୍ତୋଷଜନକ ଉପାସନା କରୁ। Viz kapitolaଓଡିଆ ବାଇବେଲ28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ୱରଙ୍କ ସନ୍ତୋଷଜନକ ଉପାସନା କରୁ । Viz kapitolaପବିତ୍ର ବାଇବଲ (CL) NT (BSI)28 ତେଣୁ ଆସ, ଆମେ କୃତଜ୍ଞା ହେବା, କାରଣ ଆମେ ଏକ ଅବିନଶ୍ୱର ରାଜ୍ୟ ପାଇବା। ଆସ, ଆମ କୃତଜ୍ଞତା ଜ୍ଞାପନ କରିବା ଏବଂ ଭକ୍ତି ଓ ଭୟର ସହିତ ଈଶ୍ୱରଙ୍କ ସନ୍ତୋଷଭାନ ହୋଇ ତାହାଙ୍କୁ ପୂଜା କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ। Viz kapitola |