ଏବ୍ରୀ 13:13 - ପବିତ୍ର ବାଇବଲ13 ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ଯିବା ଉଚିତ୍। ଆମ୍ଭେ ମଧ୍ୟ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟକରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ। Viz kapitolaଓଡିଆ ବାଇବେଲ13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ । Viz kapitolaପବିତ୍ର ବାଇବଲ (CL) NT (BSI)13 ତେଣୁ ଯିବା ଏବଂ ତାଙ୍କ ସହ ନିନ୍ଦା, ଅପମାନ ସହ୍ୟ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ। Viz kapitola |