Online Bible

- Reklamy -




ଏବ୍ରୀ 13:14 - ପବିତ୍ର ବାଇବଲ

14 ଏହି ପୃଥିବୀରେ ଆମ୍ଭର କୌଣସି ଚିରସ୍ଥାୟୀ ନଗର ନାହିଁ। କିନ୍ତୁ ଆମ୍ଭେ ଗୋଟିଏ ନଗର ପାଇଁ ପ୍ରତୀକ୍ଷା କରୁଛ, ଯାହା ଭବିଷ୍ୟତରେ ଆସିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଆଗାମୀ ନଗରର ଅନ୍ଵେଷଣ କରୁଅଛୁ।

Viz kapitola kopírovat

ଓଡିଆ ବାଇବେଲ

14 କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭାବି ନଗରର ଅନ୍ୱେଷଣ କରୁଅଛୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 କାରଣ ଆମ ପାଇଁ ଏ ଜଗତରେ କୌଣସି ସ୍ଥାୟୀ ନଗର ନାହିଁ; ଯେଉଁ ନଗର ଭବିଷ୍ୟତରେ ସ୍ଥାପିତ ହେବ, ଆମେ ସେହି ନଗର ଅପେକ୍ଷାରେ ଅଛୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ।

Viz kapitola kopírovat




ଏବ୍ରୀ 13:14

Následuj nás:

Reklamy


Reklamy