ଏବ୍ରୀ 13:22 - ପବିତ୍ର ବାଇବଲ22 ମୋ’ ଭାଇ ଓ ଭଉଣୀମାନେ! ମୁଁ କହିଥିବା କଥାଗୁଡ଼ିକୁ ଧୈର୍ଯ୍ୟପୂର୍ବକ ଶୁଣ ବୋଲି ମୁଁ ଅନୁରୋଧ କରେ। ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ପାଇଁ କହିଛି। ଏହି ଚିଠିଟି ବହୁତ ଲମ୍ବା ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି। Viz kapitolaଓଡିଆ ବାଇବେଲ22 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି । Viz kapitolaପବିତ୍ର ବାଇବଲ (CL) NT (BSI)22 ହେ ଭାଇମାନେ, ଅନୁରୋଧ କରୁଛି, ମୋର ଏହି ନାତିଦୀର୍ଘ ପତ୍ରର ବାର୍ତ୍ତା ପ୍ରତି ଧୈର୍ଯ୍ୟର ସହିତ ମନୋଯୋଗ କର। ତୁମ୍ଭମାନଙ୍କୁ ଉତ୍ସାହିତ କରିବା ପାଇଁ ଏହା ମୁଁ ଲେିଖିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି। Viz kapitola |