ଏବ୍ରୀ 13:4 - ପବିତ୍ର ବାଇବଲ4 ବିବାହକୁ ସବୁଲୋକଙ୍କ ଦ୍ୱାରା ସମ୍ମାନ ମିଳିବା ଆବଶ୍ୟକ। ପ୍ରତ୍ୟେକ ବିବାହକୁ କେବଳ ଦୁଇ ଜଣଙ୍କ ଭିତରେ ନିର୍ଦ୍ଦିଷ୍ଟ ରଖିବା ଉଚିତ୍। ଯେଉଁମାନେ ଯୌନଗତ ପାପ ଓ ବ୍ୟଭିଗ୍ଭର କରୁଛନ୍ତି ପରମେଶ୍ୱର ସେମାନଙ୍କୁ ଦୋଷୀ ବୋଲି ବିଗ୍ଭର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ଵର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ। Viz kapitolaଓଡିଆ ବାଇବେଲ4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ । Viz kapitolaପବିତ୍ର ବାଇବଲ (CL) NT (BSI)4 ବିବାହ ସମସ୍ତଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ହେଉ, ସ୍ୱାମୀ ଓ ସ୍ତ୍ରୀ ପରସ୍ପର ପ୍ରତି ବିଶ୍ୱସ୍ତ ରହନ୍ତୁ। ଈଶ୍ୱର କାମକୁ ଓ ପାରଦାରିକମାନଙ୍କର ବିଚାର କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ। Viz kapitola |