ଏବ୍ରୀ 13:6 - ପବିତ୍ର ବାଇବଲ6 ଅତଏବ ଆମ୍ଭେ ନିସନ୍ଦେହ ଭାବରେ କହିପାରିବା: “ପ୍ରଭୁ ହେଉଛନ୍ତି ମୋର ସାହାଯ୍ୟକାରୀ, ମୁଁ ଭୟ କରିବି ନାହିଁ, ମନୁଷ୍ୟ ମୋର କିଛି କରି ପାରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିବ? Viz kapitolaଓଡିଆ ବାଇବେଲ6 ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ ମନୁଷ୍ୟ ମୋହର କ'ଣ କରିବ ? Viz kapitolaପବିତ୍ର ବାଇବଲ (CL) NT (BSI)6 ଏଣୁ ଆମ୍ଭେମାନେ ସାହସରେ କହି ପାରିବା, “ପ୍ରଭୁ ମୋର ସହିୟକ। ମୁଁ ଭୟ କରିବି ନାହ, କିଏ ମୋର ଅନିଷ୍ଟ କରିପାରେ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?” Viz kapitola |