ଏବ୍ରୀ 2:14 - ପବିତ୍ର ବାଇବଲ14 ସେହି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସେମାନଙ୍କ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସେହିପରି କରିବା ଦ୍ୱାରା, ଯୀଶୁ ମୃତ୍ୟୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ସେ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ଵାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରନ୍ତି, Viz kapitolaଓଡିଆ ବାଇବେଲ14 ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)14 ସେ ଯେଉଁମାନଙ୍କୁ ସନ୍ତାନ ବୋଲି ସମ୍ବାଧନ କରିଛନ୍ତି, ସେମାନେ ରକ୍ତମାଂସ ଶରୀରବିଶିଷ୍ଟ ମନୁଷ୍ୟ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେମାନଙ୍କ ପରି ମାନବୀୟ ରୂପ ଓ ସ୍ୱଭାବ ଧାରଣ କଲେ। ସେ ଏହା କରିବାର ଉଦ୍ଦେଶ୍ୟ ହେଉଛି, ସେ ଯେପରି ଆପଣାର ମୃତ୍ୟୁ ଦ୍ୱାରା ଶୟତାନକୁ ବିାନଶ କରିବେ, କାରଣ ମୃତ୍ୟୁ ଉପରେ ଶୟତାନର କତ୍ତ୍ୱର୍ତ୍ୱ ଥଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରିପାରନ୍ତି; Viz kapitola |