ଏବ୍ରୀ 2:15 - ପବିତ୍ର ବାଇବଲ15 ମୃତ୍ୟୁ ଭୟରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ୟୁ ବରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ମୃତ୍ୟୁର ଭୟରେ ଯେଉଁମାନେ ଯାବଜ୍ଜୀବନ ଦାସତ୍ଵର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି। Viz kapitolaଓଡିଆ ବାଇବେଲ15 ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)15 ଏହାଦ୍ୱାରା ଅଜୀବନ ମୃତ୍ୟୁ ଭୟରୂପ ଦାସତ୍ୱ ବନ୍ଧନରେ ଥିବା ମନୁଷ୍ୟମାନଙ୍କୁ ସେ ମୁକ୍ତି ଦେଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି। Viz kapitola |