Online Bible

- Reklamy -




ଏବ୍ରୀ 2:17 - ପବିତ୍ର ବାଇବଲ

17 ଅତଏବ ସମସ୍ତ ବିଷୟରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହେବାକୁ ପଡ଼ିଲା। ଯେପରି ପରମେଶ୍ୱରଙ୍କ ସେବାରେ ସେହି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ଵରଙ୍କ ସେବା ସମ୍ଵନ୍ଧରେ ଜଣେ ଦୟାଳୁ ଓ ବିଶ୍ଵସ୍ତ ମହାଯାଜକ ହୁଅନ୍ତି।

Viz kapitola kopírovat

ଓଡିଆ ବାଇବେଲ

17 ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଏହାର ଅର୍ଥ ହେଉଛି, ସବୁ ବିଷୟରେ ତାଙ୍କର ଭ୍ରାତାମାନଙ୍କ ସଦୃଶ ହେବା ତାଙ୍କର ପ୍ରୟୋଜନ ଥିଲା, ଯାହା ଫଳରେ ସେ ସେମାନଙ୍କର ବିଶ୍ୱସ୍ତ ଓ ଦୟାଳୁ ମହାଯାଜକ ହୋଇ ଈଶ୍ବରଙ୍କ ସେବା କରିପାରିବେ ଏବଂ ମନୁଷ୍ୟମାନେ ପାପକ୍ଷମା ପାଇବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।

Viz kapitola kopírovat




ଏବ୍ରୀ 2:17

Následuj nás:

Reklamy


Reklamy