ଏବ୍ରୀ 2:4 - ପବିତ୍ର ବାଇବଲ4 କର୍ମ ଦ୍ୱାରା ପରମେଶ୍ୱର ମଧ୍ୟ ଏହାର ପ୍ରମାଣ ଦେଲେ। ପରମେଶ୍ୱର ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ଏହା ପ୍ରମାଣିତ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେ ସମ୍ଵନ୍ଧରେ ଈଶ୍ଵର ମଧ୍ୟ ନିଜ ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି ବିବିଧ ଶକ୍ତିର କାର୍ଯ୍ୟଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ଵାରା ସାକ୍ଷ୍ୟ ଦେଇ ଅଛନ୍ତି। Viz kapitolaଓଡିଆ ବାଇବେଲ4 ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)4 ଆହୁରି ମଧ୍ୟ, ଈଶ୍ୱର ନାନା ଅଲୌକିକ କାର୍ଯ୍ୟ ଓ ଅପୂର୍ବ ଘଟଣା ଦ୍ୱରା ସେହି ସବୁ ବାର୍ତ୍ତା ସତ୍ୟ ବୋଲି ନିଦର୍ଶନ ଦେଇଛନ୍ତି ଏବଂ ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଦାନସମୂହ ବିତରଣ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି। Viz kapitola |