ଏବ୍ରୀ 3:14 - ପବିତ୍ର ବାଇବଲ14 କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ବଜାୟ ରଖିବ, ତାହାହେଲେ ଯୀଶୁ ଖ୍ରୀଷ୍ଟଙ୍କ ସମସ୍ତ ଅଧିକାରରେ ସହଭାଗୀ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ଵାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ। Viz kapitolaଓଡିଆ ବାଇବେଲ14 କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ । Viz kapitolaପବିତ୍ର ବାଇବଲ (CL) NT (BSI)14 ଯଦି ଆମେ ଶେଷ ପର୍ଯ୍ୟନ୍ତ ଆମ୍ଭମାନଙ୍କର ଆଦ୍ୟ ବିଶ୍ୱାସରେ ଅଟଳ ରହୁ, ତେବେ ଆମେ ସମସ୍ତେ ଖ୍ରୀଷ୍ଟଙ୍କ ଅଂଶୀଦାର ହୋଇ ପାରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ। Viz kapitola |