ଏବ୍ରୀ 3:16 - ପବିତ୍ର ବାଇବଲ16 ପରମେଶ୍ୱରଙ୍କ ବାକ୍ୟ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ? ଯେଉଁମାନେ ମୋଶାଙ୍କ ଦ୍ୱାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସେହି ଲୋକ ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ଵାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେସମସ୍ତେ କଅଣ ନୁହନ୍ତି? Viz kapitolaଓଡିଆ ବାଇବେଲ16 ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କ'ଣ ନୁହଁନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)16 ଈଶ୍ୱରଙ୍କ ବାଣୀ ଶୁଣି ସୁଦ୍ଧା ଯେଉଁମାନେ ତାଙ୍କ ପ୍ରତି ବିଦ୍ରୋହାଚରଣ କଲେ, ସେମାନେ କିଏ? ଯେଉଁମାନଙ୍କୁ ମୋଶା ମିଶର ଦେଶରୁ କଢ଼ାଇ ଆଣିଥିଲେ, ସେହିମାନେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କଅଣ ନୁହଁନ୍ତି? Viz kapitola |