Online Bible

- Reklamy -




ଏବ୍ରୀ 3:19 - ପବିତ୍ର ବାଇବଲ

19 ଅତଏବ ଆମ୍ଭେ ଦେଖୁଛୁ ଯେ, ସେମାନେ ନିଜ ଅବିଶ୍ୱାସ ହେତୁ ସେଠାରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଆମ୍ଭେମାନେ ଦେଖୁ ଯେ, ଅବିଶ୍ଵାସ ହେତୁ ସେମାନେ ପ୍ରବେଶ କରି ପାରିଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

19 ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରି ପାରିଲେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ଅତଏବ ଆମେ ଦେଖୁଛୁ ଯେ, ସେମାନଙ୍କ ଅବିଶ୍ୱାସ ଯୋଗୁଁ ସେମାନେ ସେହି ବିଶ୍ରାମରେ ପ୍ରବେଶ କରି ପାରିଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରିପାରିଲେ ନାହିଁ।

Viz kapitola kopírovat




ଏବ୍ରୀ 3:19

Následuj nás:

Reklamy


Reklamy