ଏବ୍ରୀ 3:5 - ପବିତ୍ର ବାଇବଲ5 କିନ୍ତୁ ପରମେଶ୍ୱର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ୱରଙ୍କ ଗୃହରେ ମୋଶା ଜଣେ ସେବକ ରୂପେ ବିଶ୍ୱସ୍ତ ଥିଲେ। ପରମେଶ୍ୱର ଭବିଷ୍ୟତରେ ଯାହାକିଛି କହିବେ, ସେ ଲୋକମାନଙ୍କୁ ସେହି କଥା କହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ଵନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ଵରୂପେ ପ୍ରକୃତରେ ବିଶ୍ଵସ୍ତ ଥିଲେ। Viz kapitolaଓଡିଆ ବାଇବେଲ5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)5 ସେବକ ଭାବରେ ମୋଶା ଈଶ୍ୱରଙ୍କ ଗୃହରେ ବିଶ୍ୱସ୍ତଭାବେ କାର୍ଯ୍ୟ କରିଥିଲେ ଏବଂ ଯେଉଁସବୁ ବିଷୟ ଈଶ୍ୱର ଭବିଷ୍ୟତରେ ଜଣାଇବାକୁ ଇଚ୍ଛା କରିଥିଲେ, ସେ ସର୍ମ୍ପକରେ ମୋଶା ସୂଚନା ଦେଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ। Viz kapitola |