ଏବ୍ରୀ 4:13 - ପବିତ୍ର ବାଇବଲ13 ସମଗ୍ର ବିଶ୍ୱରେ ପରମେଶ୍ୱରଙ୍କ ଦୃଷ୍ଟିରେ କୌଣସି କଥା ଲୁଚି ରହି ପାରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁକିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁରେ ତହିଁର ହିସାବ ଦେବାକୁ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଈଶ୍ଵରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ। Viz kapitolaଓଡିଆ ବାଇବେଲ13 ଈଶ୍ୱରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ । Viz kapitolaପବିତ୍ର ବାଇବଲ (CL) NT (BSI)13 ଈଶ୍ୱରଙ୍କଠାରୁ କୌଣସି ବିଷୟ ଗୁପ୍ତ ନୁହେୁଁ; ସମୁଦାୟ ସୃଷ୍ଟିରେ ସମୟ ବଷୟ ତାହାଙ୍କ ସର୍ବଦର୍ଶୀ ଚକ୍ଷୁ ସମ୍ମୁଖରେ ଅନାଚ୍ଛାଦିତ ଓ ଉନ୍ମୁକ୍ତ। ସେହି ଈଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ ହିସାବ ଦେବାକୁ ପଡ଼ିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ। Viz kapitola |