ଏବ୍ରୀ 6:10 - ପବିତ୍ର ବାଇବଲ10 ପରମେଶ୍ୱର ହେଉଛନ୍ତି ନ୍ୟାୟୀ। ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କୁ ସାହାଯ୍ୟ କରି ଗ୍ଭଲିଛ, ଏ କଥା ସେ ମନେ ରଖିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ଈଶ୍ଵର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକ-ମାନଙ୍କର ସେବା କରିଥିବା ଦ୍ଵାରା ଓ ଏବେ ମଧ୍ୟ କରୁଥିବା ଦ୍ଵାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ ପ୍ରକାଶ କରିଅଛ, ତାହା ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହନ୍ତି। Viz kapitolaଓଡିଆ ବାଇବେଲ10 କାରଣ ଈଶ୍ୱର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ୱର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)10 ଈଶ୍ୱର ଅନ୍ୟାୟକରନ୍ତି ନାହିଁ। ତୁମ୍ଭମାନଙ୍କର କାର୍ଯ୍ୟ, ବିଶେଷ କରି ବିଶ୍ୱାସୀମାନଙ୍କୁ ସାହାଯ୍ୟ କରି ଈଶ୍ୱରଙ୍କ ପ୍ରତି ତୁମେ ଯେଉଁ ପ୍ରେମ ପ୍ରକାଶ କରି ଆସିଛ, ତାହା ସେ ଭଳଲିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି। Viz kapitola |