ଏବ୍ରୀ 6:12 - ପବିତ୍ର ବାଇବଲ12 ତୁମ୍ଭେମାନେ ଆଳସ୍ୟପରାୟଣ ନ ହୋଇ ଯେପରି ପରମେଶ୍ୱରଙ୍କ ପ୍ରତିଜ୍ଞାତ ବିଷୟ ପ୍ରାପ୍ତ ହୋଇଥିବା ଲୋକମାନଙ୍କ ପରି ହୁଅ, ଏ କଥା ଆମ୍ଭେ ଗ୍ଭହୁଁ। ସେମାନେ ତାହାଙ୍କର ବିଶ୍ୱାସ ଓ ଧୈର୍ଯ୍ୟ ହେତୁରୁ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ହେଉଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ଵାସ ଓ ଧୈର୍ଯ୍ୟ ଦ୍ଵାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ। Viz kapitolaଓଡିଆ ବାଇବେଲ12 ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)12 ଆମେ ଚାହୁଁ, ତୁମ୍ଭେମାନେ କେବେ ଶିଥିଳ ନ ହୋଇ ଦୃଢ଼ ବିଶ୍ୱାସୀ ଓ ଧୈର୍ଯ୍ୟଶାଳୀ ବ୍ୟକ୍ତିମାନଙ୍କୁ ଅନୁସରଣ କର ଏବଂ ଈଶ୍ୱର ପ୍ରତିଜ୍ଞା କରିଥିବା ସମସ୍ତ ବିଷୟ ପ୍ରାପ୍ତ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ। Viz kapitola |