ଏବ୍ରୀ 6:13 - ପବିତ୍ର ବାଇବଲ13 ପରମେଶ୍ୱର ଅବ୍ରହାମଙ୍କୁ ପ୍ରତିଜ୍ଞା ଦେଇଥିଲେ। ପରମେଶ୍ୱରଙ୍କ ବ୍ୟତୀତ ମହାନ ଲୋକ ଆଉ କେହି ନାହାନ୍ତି। ଅତଏବ ପରମେଶ୍ୱର ନିଜ ନାମରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 କାରଣ ଈଶ୍ଵର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହତ୍ତର ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ, Viz kapitolaଓଡିଆ ବାଇବେଲ13 କାରଣ ଈଶ୍ୱର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ୍ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ, Viz kapitolaପବିତ୍ର ବାଇବଲ (CL) NT (BSI)13 ଅବ୍ରାହାମଙ୍କୁ ଈଶ୍ୱର ଯେତେବେଳେ ପ୍ରତିଶ୍ରୁତି ଦେଲେ, ସେତେବେଳେ ସେ ତାଙ୍କର ପ୍ରତିଶ୍ରୁତି ରକ୍ଷା କରିବେ ବୋଲି ଶପଥ କରିଥିଲେ। ତାଙ୍କ ଅପେକ୍ଷା ଶ୍ରେଷ୍ଠ କେହି ନ ଥିବାରୁ ସେ ନିଜ ନାମରେ ଶପଥ କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ, Viz kapitola |