Online Bible

- Reklamy -




ଏବ୍ରୀ 6:17 - ପବିତ୍ର ବାଇବଲ

17 ପରମେଶ୍ୱର ନିଜ ପ୍ରତିଜ୍ଞାର ସତ୍ୟତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସେମାନଙ୍କୁ ସ୍ପଷ୍ଟ ଭାବରେ ବୁଝାଇ ଦେବାକୁ ଗ୍ଭହିଁଲେ ଯେ ତାଙ୍କର ଯୋଜନାରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ୱର ଯାହା କହନ୍ତି, ତାହା ନିଶ୍ଚିତ ହେବ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ୟ କରନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏଣୁ ଈଶ୍ଵର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,

Viz kapitola kopírovat

ଓଡିଆ ବାଇବେଲ

17 ଏଣୁ ଈଶ୍ୱର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଈଶ୍ୱର ଯେଉଁମାନଙ୍କୁ ସେହି ସବୁ ବିଷୟ ଦାନ କରିବେ ବୋଲି ସେମାନଙ୍କୁ ସ୍ପଷ୍ଟଭାବେ ଜଣାଇବା ପାଇଁ ସେ ତାଙ୍କ ପ୍ରତିଜ୍ଞା ସହିତ ଶପଥ ଯୋଗ କରିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଣୁ ଈଶ୍ବର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,

Viz kapitola kopírovat




ଏବ୍ରୀ 6:17

Následuj nás:

Reklamy


Reklamy