ଏବ୍ରୀ 6:18 - ପବିତ୍ର ବାଇବଲ18 ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ଵରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ଦ୍ଵାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ। Viz kapitolaଓଡିଆ ବାଇବେଲ18 ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ୱରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)18 ତାଙ୍କର ପ୍ରତିଜ୍ଞା ଓ ଶପଥ ଅପରିବର୍ତ୍ତନୀୟ, ତାହା ଭଙ୍ଗ କରି ଈଶ୍ୱର ମିଥ୍ୟାବାଦୀ ହେବେ ନାହିଁ। ଅତଏବ ତାଙ୍କର ଆଶ୍ରିତ ଆମ୍ଭେମାନେ, ସମ୍ମୁଖରେ ଥିବା ଭରସାକୁ ଦୃଢ଼ ରୂପେ ଧରି ରଖିବା ନିମନ୍ତେ ବିଶେଷ ଉତ୍ସାହ ଲାଭ କରୁଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ। Viz kapitola |