ଏବ୍ରୀ 6:19 - ପବିତ୍ର ବାଇବଲ19 ଆମ୍ଭର ସେହି ଭରସା ଗୋଟିଏ ଲଙ୍ଗର ଭଳି ନିଶ୍ଚିତ ଓ ସୁଦୃଢ଼। ଏହା ମନ୍ଦିରର ପରଦା ଆଢ଼ୁଆଳରେ ଥିବା ପବିତ୍ର ସ୍ଥାନରେ ପ୍ରବେଶ କରି ଆମ୍ଭର ଆତ୍ମାକୁ ସୁରକ୍ଷିତ ରଖେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ଵରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି, Viz kapitolaଓଡିଆ ବାଇବେଲ19 ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି, Viz kapitolaପବିତ୍ର ବାଇବଲ (CL) NT (BSI)19 ଏହି ଭରସା ଆମ୍ଭମାନଙ୍କ ଜୀବନର ଲଙ୍ଗର ସ୍ୱରୂପ। ଏହା ନିର୍ଭରଯୋଗ୍ୟ ଓ ନିରାପଦ ଏବଂ ସ୍ୱଗୀୟ ମନ୍ଦିରର ପର୍ଦ୍ଦ। ଭେଦ କରି ମହାବବିତ୍ର ସ୍ଥାନରେ ପହଞ୍ଚି ପାରିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି, Viz kapitola |