ଏବ୍ରୀ 7:18 - ପବିତ୍ର ବାଇବଲ18 ପୂର୍ବ ବ୍ୟବସ୍ଥା ଦୁର୍ବଳ ଓ ବ୍ୟର୍ଥ ହୋଇଥିବାରୁ ଲୋପ କରି ଦିଆ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି ; Viz kapitolaଓଡିଆ ବାଇବେଲ18 ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି; Viz kapitolaପବିତ୍ର ବାଇବଲ (CL) NT (BSI)18 ସୁତରାଂ ପୁରାତନ ବ୍ୟବସ୍ଥା ଶକ୍ତିହୀନ ଏବଂ ଅଦରକାରୀ ହେବାରୁ ତାହାକୁ ରଦ୍ଦ କରାଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି; Viz kapitola |