ଏବ୍ରୀ 7:22 - ପବିତ୍ର ବାଇବଲ22 ଏହାର ଅର୍ଥ ହେଲା ଯେ ସେହି ପ୍ରକାରେ ପରମେଶ୍ୱରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମିନ୍ଦାର। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ22 ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)22 ଏହି ପାର୍ଥକ୍ୟ ହେତୁରୁ ଯୀଶୁ ଏକ ମହତ୍ତର ଚୁକ୍ତିର ନିଶ୍ଚିତତା ପ୍ରଦାନ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି। Viz kapitola |