ଏବ୍ରୀ 7:24 - ପବିତ୍ର ବାଇବଲ24 କିନ୍ତୁ ଯୀଶୁ ଅମର। ସେ କେବେ ହେଲେ ଯାଜକ ସେବାରୁ ଅବ୍ୟାହିତ ହେବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ଵ ପ୍ରାପ୍ତ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ24 କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ତ୍ୱ ପ୍ରାପ୍ତ ହୋଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)24 ମାତ୍ର ଯୀଶୁ ଚିରକାଳ ଜାବିତ। ସୁତରାଂ ତାଙ୍କର ଯାଜକ ପଦରେ ଅନ୍ୟ କେହି ନିଯୁକ୍ତ ହେବା ପ୍ରଶ୍ନ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି। Viz kapitola |