ଏବ୍ରୀ 7:26 - ପବିତ୍ର ବାଇବଲ26 ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)26 କାରଣ ଏହିପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି ଆକାଶମଣ୍ତଳ ଉପରେ ଉଚ୍ଚୀକୃତ। Viz kapitolaଓଡିଆ ବାଇବେଲ26 କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ । Viz kapitolaପବିତ୍ର ବାଇବଲ (CL) NT (BSI)26 ତେବେ ଆମ୍ଭମାନଙ୍କର ସମସ୍ତ ଅଭାବ ପୂରଣ କରିବାକୁ ଯୀଶୁ ହିଁ ଏକମାତ୍ର ମହାଯାଜକ। ସେ ପବିତ୍ର, ପାପଦୋଷରହିତ, ପାପୀମାଦଙ୍କଠାରୁ ପଥକୀକୃତ, ଉଦ୍ଧ୍ୱର୍ତମ ସ୍ୱର୍ଗକୁ ଉନ୍ନୀତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। Viz kapitola |