ଏବ୍ରୀ 7:27 - ପବିତ୍ର ବାଇବଲ27 ସେ ଅନ୍ୟ ଯାଜକମାନଙ୍କ ଭଳି ନୁହନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ୟକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସେମାନଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ଵାରା ସେ ଏକାଥରକେ ଏହା କରିଅଛନ୍ତି। Viz kapitolaଓଡିଆ ବାଇବେଲ27 ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)27 ସେ ଅନ୍ୟାନ୍ୟ ମହାଯାଜକଙ୍କ ସଦୃଶ ନୁହଁନ୍ତି; ସେମାନଙ୍କ ପରି ତାଙ୍କୁ ପ୍ରଥମେ ନିଜ ପାପ ଦିମନ୍ତେ ପ୍ରତିଦିନ ବଳି ଉତ୍ସର୍ଗ କରିବାକୁ ପଢ଼େ ନାହିଁ। ସେ ନିଜକୁ ଉତ୍ସର୍ଗ କରି ଏକାଥରକେ ଏକ ଅନନ୍ୟ ବଳିଦାନ ସାଧନ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି। Viz kapitola |