ଏବ୍ରୀ 7:5 - ପବିତ୍ର ବାଇବଲ5 ବ୍ୟବସ୍ଥା ଅନୁସାରେ ଲେବୀ ବଂଶର ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଇବା କଥା। ଯାଜକମାନେ ଏହି ଅଂଶ ନିଜଲୋକ ଯିହୂଦୀମାନଙ୍କଠାରୁ ନେଉଥିଲେ, ଯଦିଓ ଯାଜକ ଓ ତାହାଙ୍କ ଲୋକମାନେ ସମସ୍ତେ ଅବ୍ରହାମଙ୍କ ବଂଶଜ ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କ-ଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି; ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି; Viz kapitolaଓଡିଆ ବାଇବେଲ5 ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)5 ଲେବୀଙ୍କର ଯେଉଁ ବଂଶଧରମାନେ ଯାଜକ କାର୍ଯ୍ୟକରନ୍ତି, ସେମାନେ ବ୍ୟବସ୍ଥାନ ନିର୍ଦ୍ଦେଶାନୁଯାୟୀ ଇଶ୍ରାଏଲୀୟମାନଙ୍କଠାରୁ ଦଶମାଂଶ ଦାନ ଗ୍ରହଣ କରନ୍ତି। ଇଶ୍ରାଏୀୟମାନେ ଅବ୍ରାହାମଙ୍କ ବଂଶଧର ଓ ଲେବୀମାନଙ୍କର ସ୍ୱଜାତି ହେଲେ ମଧ୍ୟ ସେମାନଙ୍କଠାରୁ ଏହି ଶୁଳ୍କ ଆଦାୟ କରାଯାଉଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି; Viz kapitola |