ଏବ୍ରୀ 8:11 - ପବିତ୍ର ବାଇବଲ11 ଏହା ପରେ ପୁନର୍ବାର କେହି ନିଜ ଭାଇ ବା ପରମେଶ୍ୱରଙ୍କ ଅନ୍ୟଲୋକମାନଙ୍କୁ ଶିକ୍ଷା ଦେବେ ନାହିଁ କିମ୍ବା ପ୍ରଭୁଙ୍କୁ ଜାଣିବା ନିମନ୍ତେ କିଛି କହିବା ଆବଶ୍ୟକ ହେବ ନାହିଁ, କାହିଁକି? କାରଣ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ମୋତେ ଜାଣିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆମ୍ଭେ ସେମାନଙ୍କ ଈଶ୍ଵର ହେବା, ସେମାନେ ଆମ୍ଭର ଲୋକ ହେବେ; ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗର-ବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ। Viz kapitolaଓଡିଆ ବାଇବେଲ11 ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ସେମାନେ ଆମ୍ଭର ଲୋକ ହେବେ ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ । Viz kapitolaପବିତ୍ର ବାଇବଲ (CL) NT (BSI)11 ସେତେବେଳେ ସେମାନେ ପ୍ରତିବାସୀମାନଙ୍କୁ ଶିକ୍ଷା ଦେବା ଆବଶ୍ୟକ ହେବ ନାହିଁ, କିମ୍ବା ଦେଶବାସୀଙ୍କୁ ‘ପ୍ରଭୁଙ୍କ ପରିଚୟ ଲାଭ କର’ ଏ କଥା କହିବା ଆବଶ୍ୟକ ହେବ ନାହିଁ, କାରଣ ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ମୋର ପରିଚୟ ପାଇଥିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆମ୍ଭେ ସେମାନଙ୍କ ଈଶ୍ବର ହେବା, ସେମାନେ ଆମ୍ଭର ଲୋକ ହେବେ, ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ। Viz kapitola |