Online Bible

- Reklamy -




ଏବ୍ରୀ 9:15 - ପବିତ୍ର ବାଇବଲ

15 ଅତଏବ, ପରମେଶ୍ୱରଙ୍କ ପାଖରୁ ଯୀଶୁ ଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ୟ ଯେପରି ପରମେଶ୍ୱରଙ୍କ ଦ୍ୱାରା ଆହୂତ ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ହେବେ। ସେମାନେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିଦାନରେ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜ୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଆହୂତ ଲୋକମାନେ ଅନ; ଅଧିକାର ସମ୍ଵନ୍ଧୀୟ ପ୍ରତିଜ୍ଞାର ଫଳ ପ୍ରାପ୍ତ ହୁଅନ୍ତି।

Viz kapitola kopírovat

ଓଡିଆ ବାଇବେଲ

15 ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ୱରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ଏହି କାରଣରୁ ଖ୍ରୀଷ୍ଟ ହିଁ ନୂତନ ନିୟମ ସ୍ଥାପନ କରିଛନ୍ତି, ଯେପରି କି ଯେଉଁମାନେ ଈଶ୍ୱରଙ୍କ ଦ୍ୱାରା ଅହୁତ, ସେମାନେ ଈଶ୍ୱର ପ୍ରତିଜ୍ଞା କରିଥିାବ ଅନନ୍ତ ଆଶୀର୍ବାଦ ଲାଭ କରିବେ। ପ୍ରଥମ ନିୟମ ବଳବତ୍ତର ଥିବା ସମୟରେ, ଲୋକମାନେ ଯେଉଁସବୁ ପାପ ଦୋଷ କରିଥିଲେ, କେବଳ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ସେମାନେ ସେଥିରୁ ମୁକ୍ତି ମୃତ୍ୟୁ ଲାଭ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।

Viz kapitola kopírovat




ଏବ୍ରୀ 9:15

Následuj nás:

Reklamy


Reklamy