ଏବ୍ରୀ 9:22 - ପବିତ୍ର ବାଇବଲ22 ବ୍ୟବସ୍ଥା କୁହେ ଯେ, ପ୍ରତ୍ୟେକ ବସ୍ତୁ ରକ୍ତ ଦ୍ୱାରା ଶୁଦ୍ଧ ହୋଇ ପାରିବ। ଓ ବିନା ରକ୍ତରେ ପାପଗୁଡ଼ିକୁ କ୍ଷମା କରାଯାଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ଵାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପମୋଚନ ହୁଏ ନାହିଁ। Viz kapitolaଓଡିଆ ବାଇବେଲ22 ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)22 ବସ୍ତୁତଃ, ବ୍ୟବସ୍ଥାନୁସାରେ ସମସ୍ତ ବିଷୟ ରକ୍ତ ଦ୍ୱାରା ପବିତ୍ରୀକୃତ ହୁଏ ଏବଂ ରକ୍ତପାତ ଦ୍ୱାରା ହିଁ ପାପ କ୍ଷମା ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ। Viz kapitola |