ହୋଶେୟ 1:9 - ପବିତ୍ର ବାଇବଲ9 ତା'ପରେ ସଦାପ୍ରଭୁ କହିଲେ, “ତା'ର ନାମ ଲୋ-ଆମୀ ଦିଅ। କାରଣ, ତୁମ୍ଭେମାନେ ଆମ୍ଭର ଲୋକ ନୁହଁ କି ଆମ୍ଭେ ତୁମ୍ଭର ପରମେଶ୍ୱର ନୁହଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ସଦାପ୍ରଭୁ କହିଲେ, ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ନୋହିବା। Viz kapitolaଓଡିଆ ବାଇବେଲ9 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।” Viz kapitola |