ହୋଶେୟ 10:15 - ପବିତ୍ର ବାଇବଲ15 ବୈଥେଲ୍, ତୁମ୍ଭର ଦୁଷ୍ଟାମୀ ଯୋଗୁଁ ଏହିପରି ହେବ। ଯେତେବେଳେ ସକାଳ ହେବ ଇସ୍ରାଏଲର ରାଜା ସମ୍ପୂର୍ଣ୍ଣ ଧ୍ୱଂସ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବୈଥେଲ୍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ। Viz kapitolaଓଡିଆ ବାଇବେଲ15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ। Viz kapitola |