ହୋଶେୟ 10:2 - ପବିତ୍ର ବାଇବଲ2 ଇସ୍ରାଏଲର ଲୋକମାନେ ପରମେଶ୍ୱରଙ୍କୁ ଠକିବାକୁ ଚୋଷ୍ଟା କଲେ କିନ୍ତୁ ବର୍ତ୍ତମାନ ସେମାନେ ସେମାନଙ୍କର ଦୋଷ ସ୍ୱୀକାର କରିବେ। ସଦାପ୍ରଭୁ ସେମାନଙ୍କର ଯଜ୍ଞବେଦିକୁ ଭାଙ୍ଗି ଦେବେ। ସେ ସେମାନଙ୍କର ସ୍ମୃତିସ୍ତମ୍ଭକୁ ଧ୍ୱଂସ କରି ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ। Viz kapitolaଓଡିଆ ବାଇବେଲ2 ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ। Viz kapitola |