ହୋଶେୟ 10:3 - ପବିତ୍ର ବାଇବଲ3 ବର୍ତ୍ତମାନ ଇସ୍ରାଏଲୀୟମାନେ କୁହନ୍ତି, “ଆମ୍ଭମାନଙ୍କର ରାଜା ନାହାନ୍ତି। ଆମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ କରୁ ନାହୁଁ ଏବଂ ତାଙ୍କର ରାଜା ଆମ୍ଭମାନଙ୍କର କିଛି କରି ପାରିବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଅବଶ୍ୟ ଏବେ ସେମାନେ କହିବେ, ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ? Viz kapitolaଓଡିଆ ବାଇବେଲ3 ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?” Viz kapitola |