ହୋଶେୟ 11:10 - ପବିତ୍ର ବାଇବଲ10 ଆମ୍ଭେ ଗୋଟିଏ ସିଂହ ସଦୃଶ ଗର୍ଜନ କରିବା। ଆମ୍ଭର ପିଲାମାନେ ଆସିବେ ଓ ଆମ୍ଭଙ୍କୁ ଅନୁସରଣ କରିବେ। ଏହି ପିଲାମାନେ ଭୟରେ ଥରିଥରି ପଶ୍ଚିମରୁ ଆସିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ସେ ସିଂହ ତୁଲ୍ୟ ଗର୍ଜନ କରିବେ, ଆଉ ସେ ଗର୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ। Viz kapitolaଓଡିଆ ବାଇବେଲ10 ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ। Viz kapitola |