ହୋଶେୟ 11:12 - ପବିତ୍ର ବାଇବଲ12 “ଇଫ୍ରୟିମ ମିଥ୍ୟାରେ ଆମ୍ଭର ଗ୍ଭରିପାଖରେ ଘେରିଗଲା। ଇସ୍ରାଏଲର ପରିବାର ଆମ୍ଭ ପ୍ରତି ବିଶ୍ୱାସଘାତକତା କରିଛନ୍ତି। କିନ୍ତୁ ଯିହୁଦା ପରମେଶ୍ୱରଙ୍କ ସହିତ ଅଛି ଏବଂ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ହେଁ ପରମେଶ୍ଵରଙ୍କ ସହିତ କର୍ତ୍ତୃତ୍ଵ କରୁଅଛି ଓ ଧର୍ମସ୍ଵରୂପଙ୍କ ସହିତ ବିଶ୍ଵସ୍ତ ହୋଇ ରହିଅଛି। Viz kapitolaଓଡିଆ ବାଇବେଲ12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି। Viz kapitola |